Advertisment

ରାଜଧାନୀର ଛାତି ଉପରେ ବେଆଇନ ସୁଧ କାରବାର !

ରାଜଧାନୀର ଛାତି ଉପରେ ବେଆଇନ ସୁଧ କାରବାରର ଉଦବେଗଜନକ ଘଟଣା । ମଞ୍ଚେଶ୍ବର ଥାନା ପଦ୍ମକେଶରୀପୁର ଗାଁରେ ଏବେବି ଚାଲିଛି ସାହୁକାରର ଜୁଲୁମ ଓ ଗୁଣ୍ଡାରାଜ। କିଏ ମରଣାନ୍ତକ ଆକ୍ରମଣର ଶିକାର ହେଉଛି, ତ କିଏ ତଳିତଳାନ୍ତ ହୋଇଗଲେଣି ସୁଧ ସୁଝି ସୁଝି।

Advertisment

ରାଜଧାନୀର ଛାତି ଉପରେ ବେଆଇନ ସୁଧ କାରବାରର ଉଦବେଗଜନକ ଚିତ୍ର । ମଞ୍ଚେଶ୍ବର ଥାନା ପଦ୍ମକେଶରୀପୁର ଗାଁରେ ଏବେବି ଚାଲିଛି ସାହୁକାରର ଜୁଲୁମ ଓ ଗୁଣ୍ଡାରାଜ। କିଏ ମରଣାନ୍ତକ ଆକ୍ରମଣର ଶିକାର ହେଉଛି, ତ କିଏ ତଳିତଳାନ୍ତ ହୋଇଗଲେଣି ସୁଧ ସୁଝି ସୁଝି।

Advertisment
Interest Rate
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ