Advertisment

ସାତକୋଶିଆ କୋର୍ ଏରିଆରେ OTV

୧୭ ବର୍ଷ ତଳେ ସାତକୋଶିଆରେ ଥିଲେ ୧୫ ମହାବଳ। ଘୋଷଣା ହୋଇଥିଲା ବ୍ୟାଘ୍ର ଅଭୟାରଣ୍ୟ। ହେଲେ ଧୀରେ ଧୀରେ ବାଘଶୂନ୍ୟ ହୋଇଥିଲା ସାତକୋଶିଆ। ୨୦୧୮ରେ ମଧ୍ୟପ୍ରଦେଶରୁ ମହାବଳ ମହାବୀର ଓ ବାଘୁଣୀ ସୁନ୍ଦରୀକୁ ଆଣି ଅଭୟାରଣ୍ୟରେ ବାଘବଂଶ ବୃଦ୍ଧି ଯୋଜନା ବି ଫେଲ୍ ମାରିଲା। ଏବେ ସେହି ତ୍ରୁଟି ସୁଧାରି ଟାଇଗର୍ ରିକଭରି ପ୍ଲାନ ଜରିଆରେ ବ୍ୟାଘ୍ର ଅଭୟାରଣ୍ୟ ପୂର୍ବ ଗୌରବ ଫେରାଇ ଆଣିବାକୁ ଯୋଜନା କରୁଛି ବନ ବିଭାଗ। ସେଥିପାଇଁ ସାତକୋଶିଆ ଅଭୟାରଣ୍ୟ କୋର୍ ଏରିଆରେ କିଭଳି ଚାଲିଛି ପ୍ରସ୍ତୁତି, ଦେଖନ୍ତୁ ଓଟିଭିର ଗ୍ରାଉଣ୍ଡ ରିପୋର୍ଟ।…

author-image
Sujit kumar Swain

Tiger Reserve Tiger
Advertisment
Advertisment