Pahalgam Attack
ଜମ୍ମୁ-କଶ୍ମୀର ପହଲଗାମ ଆତଙ୍କବାଦୀ ଆକ୍ରମଣରେ ମୃତ ବାଲେଶ୍ବରର ପ୍ରଶାନ୍ତ କୁମାର ଶତପଥୀଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ଶୋକାକୂଳ ପରିବେଶନରେ ଗାଁ ମଶାଣୀରେ ଅନ୍ତିମ ସଂସ୍କାର କରାଯାଇଛି । ଲୁହ ଭିଜା ଆଖିରେ ବାପାଙ୍କୁ ମୁଖାଗ୍ନି ଦେଇଛନ୍ତି ୮ ବର୍ଷର କୁନି ପୁଅ । ସ୍ତ୍ରୀ ଓ ପୁଅ ସହ ପହଲଗାମ୍ ବୁଲିବାକୁ ଯାଇଥିବାବେଳେ ଆତଙ୍କବାଦୀଙ୍କ ଗୁଳିରେ ପ୍ରାଣ ହରାଇଥିଲେ ପ୍ରଶାନ୍ତ ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)