Advertisment

ନଭେମ୍ବରରେ ପୁଣି ଆସୁଛି ଆଉ ଏକ ବାତ୍ୟା !

ନଭେମ୍ବରରେ ପୁଣି ଆସୁଛି ଆଉ ଏକ ବାତ୍ୟା ! ଓଡ଼ିଶା ଉପରେ ପଡ଼ିପାରେ ବଡ଼ ପ୍ରଭାବ । କେମିତି ରହିବ ରୂପ ରେଖ ? କେଉଁ ଆଡ଼କୁ ମୁହାଁଇବ ? ତାହା ସ୍ପଷ୍ଟ ହୋଇନଥିଲେ ବି ଏବେ ଏମିତି ଏକ ଚର୍ଚ୍ଚା ଖୁବ୍‌ ହେଉଛି । ବାତ୍ୟା ‘ଦାନା’ ଦୁଃଖ ନସରୁଣୁ ଏଭଳି ଏକ ଖବର ସମସ୍ତଙ୍କୁ ଚକିତ କରିଛି ।

Advertisment
Odisha Cyclone Special Story
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ