""
ଓଡିଶା Videos ମନ ଜିଣୁଛି ମାଟି ବୋତଲ ଅଖ ବୁଲୁଛି... କଞ୍ଚା ମାଟିରୁ ତିଆରି ହେଉଛି ସୁନ୍ଦର ସୁନ୍ଦର ଘରକରଣା ଜିନିଷ । କଞ୍ଚା ମାଟିରୁ ଦୀପ, ମାଟିହାଣ୍ଡି, ଗରା, କଳସ, ପାଣି ବୋତଲ ଭଳି କେତେ କଣ ସାମଗ୍ରୀ ... ଅତି ଯତ୍ନର ସହ ଚାଲିଛି ମାଟି ପାତ୍ର ଗଢା... ଏ ହେଉଛନ୍ତି ଗଞ୍ଜାମ ଜିଲ୍ଲା ସୋରଡ଼ା କୁମ୍ଭାର ସାହିର ସୁଦୁରୁ ବେହେରା.... ମାଟି କାଦୁଅରୁ ସୁନ୍ଦର ସୁନ୍ଦର ପାତ୍ର ସହ ଘର କରଣା ସାମଗ୍ରୀ ବି ନିର୍ମାଣ କରୁଛନ୍ତି । Pallipuspa Samal 23 Sep 2024 08:06 IST Captivating Creations Special StoryAdvertisment Read More Advertisment ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ