ଅଖ ବୁଲୁଛି... କଞ୍ଚା ମାଟିରୁ ତିଆରି ହେଉଛି ସୁନ୍ଦର ସୁନ୍ଦର ଘରକରଣା ଜିନିଷ । କଞ୍ଚା ମାଟିରୁ ଦୀପ, ମାଟିହାଣ୍ଡି, ଗରା, କଳସ, ପାଣି ବୋତଲ ଭଳି କେତେ କଣ ସାମଗ୍ରୀ ... ଅତି ଯତ୍ନର ସହ ଚାଲିଛି ମାଟି ପାତ୍ର ଗଢା... ଏ ହେଉଛନ୍ତି ଗଞ୍ଜାମ ଜିଲ୍ଲା ସୋରଡ଼ା କୁମ୍ଭାର ସାହିର ସୁଦୁରୁ ବେହେରା.... ମାଟି କାଦୁଅରୁ ସୁନ୍ଦର ସୁନ୍ଦର ପାତ୍ର ସହ ଘର କରଣା ସାମଗ୍ରୀ ବି ନିର୍ମାଣ କରୁଛନ୍ତି ।