New Uniforms
ପିଲା ପିନ୍ଧିବେ ନୂଆ ୟୁନିଫର୍ମ
ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ପିନ୍ଧିବେ ନୂଆ ୟୁନିଫର୍ମ । ଆଉ ପିନ୍ଧିବେନି ସବୁଜ ରଙ୍ଗର ପୋଷାକ । ଏଣିକି ନବମ ଓ ଦଶମ ଶ୍ରେଣୀର ଛାତ୍ରଛାତ୍ରୀମାନେ ସବୁଜ ରଙ୍ଗ ବଦଳରେ ବାଦାମୀ ରଙ୍ଗର ଡ୍ରେସ୍ ପିନ୍ଧିବେ । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି ।
New Uniforms
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)