Advertisment

ବଢ଼ିଲା କନିଷ୍ଠ ଶିକ୍ଷକଙ୍କ ଦରମା

ବଢ଼ିଲା କନିଷ୍ଠ ଶିକ୍ଷକଙ୍କ ଦରମା । ୫ ହଜାର ଟଙ୍କା ବୃଦ୍ଧି କଲେ ରାଜ୍ୟ ସରକାର । ରାଜ୍ୟର ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ କନିଷ୍ଠ ଶିକ୍ଷକ ବା ସ୍କେମାଟିକ୍‌ଙ୍କ ପାଇଁ ସରକାର ଏହି ଘୋଷଣା କରିଛନ୍ତି ।

Junior Teachers
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ