Advertisment

ଗାଁ ଦାଣ୍ଡରେ ଛାତି ପିଟି ପିଟି କାନ୍ଦୁଛି ମାଆ, କାନ୍ଦି କାନ୍ଦି ମେଡିକାଲ ବେଞ୍ଚରେ ଗଡିଯାଉଛନ୍ତି ବାପା

ଗାଁ ଦାଣ୍ଡରେ ଛାତି ପିଟି ପିଟି କାନ୍ଦୁଛି ମାଆ। ତା ପୁଅକୁ ଖୋଜି ଖୋଜି କରି ଚାଲିଛି ଆର୍ତ୍ତ ଚିତ୍କାର। ଏପଟେ କାନ୍ଦି କାନ୍ଦି ମେଡିକାଲ ବେଞ୍ଚରେ ଗଡିଯାଉଛନ୍ତି ବାପା। ଆଉ କିଏ ଡାକିବ ମାଆ ମତେ ଗଣ୍ଡେ ଖାଇବାକୁ ଦେ। ବାପା ମତେ ଟିକେ ବୁଲେଇ ନିଅ ।

Advertisment
Accident Banki
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ