Advertisment

ରାଜ୍ୟର ବିଭିନ୍ନ ସହରରେ ବେଆଇନ୍ ଭାବେ ଗଢି ଉଠିଛି ଶତାଧିକ ଆପାର୍ଟମେଣ୍ଟ

ବିଧାନସଭାରେ ଆଖି ଖୋସିଦେଲା ଭଳି ତଥ୍ୟ ରଖିଛନ୍ତି ଖୋଦ୍ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ।

Advertisment

ରାଜ୍ୟର ବିଭିନ୍ନ ସହରରେ ବେଆଇନ୍ ଭାବେ ଗଢି ଉଠିଛି ଶତାଧିକ ଆପାର୍ଟମେଣ୍ଟ । ସେଭିତରୁ କେବଳ ରାଜ୍ୟ ରାଜଧାନୀର ଛାତି ଉପରେ ଆଇନ ଉଲ୍ଲଂଘନ କରି ତିଆରି ହୋଇଥିବା ଆପାର୍ଟମେଣ୍ଟ ଓ କୋଠାବାଡ଼ି ବିରୋଧରେ ୬୮୯ଟି ମାମଲା ରୁଜୁ ହୋଇଛି । ଆଜି ବିଧାନସଭାରେ ଆଖି ଖୋସିଦେଲା ଭଳି ତଥ୍ୟ ରଖିଛନ୍ତି ଖୋଦ୍ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ