କେନ୍ଦୁଝରରେ ହେବ ଷ୍ଟିଲ୍ ପ୍ଲାଣ୍ଟ ! ଯୁବକ-ଯୁବତୀଙ୍କୁ ମିଳିବ ନିଯୁକ୍ତି । ଚାକିରିର ରହିବନି ସମସ୍ୟା । ପ୍ରଗତି ପଥରେ ଚାଲିବେ ଓଡ଼ିଶାର ଯୁବପିଢ଼ି । କେନ୍ଦୁଝରରେ ଇସ୍ପାତ କାରଖାନା କରିବା ନେଇ ସୂଚନା ଦେଇଛି JSW ।
Published By: Sonali Ojha
Last updated: 29 January 2025, 12:49 PM IST
ବସ୍ଟି ଯାତ୍ରୀମାନଙ୍କ ଚିଙ୍ଗିରିକେଲାରୁ ସୁନ୍ଦରଗଡ଼ ଅଭିମୁଖେ ଆସୁଥିଲା। ପ୍ରଥମେ ବସ୍ଟି ବାଇକଟି ଧକ୍କା ଦେଇଥିଲା। ପରେ ବସ୍ ଟି ଭାରସାମ୍ୟ ହରାଇ ୧୫ ଫୁଟ୍ ତଳକୁ ଖସି ପଡ଼ିଥିଲା।ଅଗ୍ନିଶମ ବାହିନୀ ଓ ପୋଲିସ ପହଞ୍ଚି ବସ୍ରେ ଚାପି ହୋଇଯାଇଥିବା ଯାତ୍ରୀମାନଙ୍କୁ ଉଦ୍ଧାର କରିଛନ୍ତି।