Advertisment

Subhadra Review: ଦୁଇ ଦିନ ଭିତରେ ଖୋଲିବ ଅଭିଯୋଗ ପୋର୍ଟାଲ, ୧୫ ଦିନ ଭିତରେ ଫିଲ୍ଡ ଭିଜିଟ

ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କାରୁ ବଂଚିତ ହୋଇଥିବା ୨ ଲକ୍ଷ ୮୫ ହଜାର ହିତାଧିକାରୀଙ୍କୁ ସାମିଲ ପାଇଁ ହେବ ଡୋର ଟୁ ଡୋର ସର୍ଭେ। ୧୫ ଦିନ ଭିତରେ ଫିଲ୍ଡ ଭିଜିଟ କରି ତଦନ୍ତ ରିପୋର୍ଟ ଦେବେ ଅଧିକାରୀ। ଦୁଇ ଦିନ ଭିତରେ ଖୋଲିବ ଅଭିଯୋଗ ପୋର୍ଟାଲ। ବାଦ ପଡ଼ିଥିବା ହିତାଧିକାରୀ ମାନେ ପୋର୍ଟାଲରେ ଅଭିଯୋଗ କରି ଆଉ ଥରେ ସାମିଲ ପାଇଁ ଆବେଦନ କରି ପାରିବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ