Advertisment

ଖାତାକୁ ଆସିବ ‘ସୁଭଦ୍ରା’ ଟଙ୍କା

ଖାତାକୁ ଆସିବ ‘ସୁଭଦ୍ରା’ ଟଙ୍କା । ଏଇ ଏପ୍ରିଲ୍‌  ରେ କ୍ରେଡିଟ୍‌ ହେବ ଆକାଉଣ୍ଟ । ୨୨ ତାରିଖରେ ‘ସୁଭଦ୍ରା’ ଯୋଜନାରେ ଯୋଡ଼ି ହେବେ ନୂଆ ହିତାଧିକାରୀ । ‘ସୁଭଦ୍ରା’ ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ସୂଚନା ଦେଇଛନ୍ତି ।

author-image
Sujit kumar Swain
ଅଦ୍ୟତନ ହୋଇଛି

Subhadra
Advertisment
Advertisment