Subhadra
କାଲି ମିଳିବ 'ସୁଭଦ୍ରା' ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା। ଯାଜପୁରରେ ସ୍ୱତନ୍ତ୍ର ଉତ୍ସବରେ ପ୍ରାୟ ୧୮ ଲକ୍ଷ ମହିଳାଙ୍କୁ ସୁଭଦ୍ରା ସହାୟତା ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଆଜି ଏ ସମ୍ପର୍କରେ ସୂଚନା ଦେଇଛନ୍ତି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ତେବେ NPCIରେ ଅସୁବିଧା ଯୋଗୁଁ ବଞ୍ଚିତ ହେଲେ ମାର୍ଚ୍ଚ ୮ରେ ଟଙ୍କା ମିଳିଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ପ୍ରଭାତୀ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)