Advertisment

ସ୍ୱିଚ୍ ଟିପି ସୁଭଦ୍ରା କିସ୍ତି ସିଧା ହିତାଧିକାରୀଙ୍କ ଆକାଉଣ୍ଟକୁ ଛାଡ଼ିଲେ ମୋଦି

ହିତାଧିକାରୀଙ୍କ ମୁହଁରେ ହସ ଫୁଟିଲା । କିଏ ମୋଦିଙ୍କ ସଭାକୁ ଆସି ଟଙ୍କା ପାଇଛି ତ କିଏ ନିଜ ଘରେ ଥାଇ।

Advertisment

ସୁଭଦ୍ରା ଟଙ୍କା ମିଳିବ ମିଳିବ ବୋଲି ଶୁଣୁଥିଲେ । ଟଙ୍କା କେବେ ଆସିବ, ଚାତକ ଭଳି ଚାହିଁଥିଲେ । ସେ ପ୍ରତୀକ୍ଷାର ଆଜି ଅବସାନ ଘଟିଲା । ଗୋଟିଏ ପଟେ ମୋଦି ସ୍ୱିଚ୍ ଟିପି ସୁଭଦ୍ରା କିସ୍ତି ସିଧା ହିତାଧିକାରୀଙ୍କ ଆକାଉଣ୍ଟକୁ ଛାଡ଼ିଲେ, ଅନ୍ୟପଟେ ହିତାଧିକାରୀଙ୍କ ମୁହଁରେ ହସ ଫୁଟିଲା । କିଏ ମୋଦିଙ୍କ ସଭାକୁ ଆସି ଟଙ୍କା ପାଇଛି ତ କିଏ ନିଜ ଘରେ ଥାଇ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ