Subhadra Yojana
ଏପ୍ରିଲ ୨୪ରେ ମିଳିବ ସୁଭଦ୍ରା ଟଙ୍କା । ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ପଞ୍ଚାୟତିରାଜ ଦିବସରେ ପୁରୀ ଠାରେ ଏହି ଟଙ୍କା ଦିଆଯିବ । ୧ ଲକ୍ଷ ୭୦ ହଜାର ମହିଳା ଏକାଥରେ ଦୁଇଟି କିସ୍ତି ଟଙ୍କା ପାଇବେ । ଯେଉଁମାନେ ନୂଆ ଆବେଦନ କରିଛନ୍ତି, ସେମାନଙ୍କୁ ମିଳିବ ଏହି ଟଙ୍କା । ସେ ଆହୁରି କହିଛନ୍ତି, ସୁଭଦ୍ରାକୁ ସହଜ କରିବା ପାଇଁ ସର୍ଭେ ହେବ । ଅଯୋଗ୍ୟ ହିତାଧିକାରୀଙ୍କ ସର୍ଭେ ପରେ ତୃତୀୟ କିସ୍ତି ଦିଆଯିବ । ତୃତୀୟ କିସ୍ତି ପରେ ଯେଉଁମାନଙ୍କ ବୟସ ୨୧ ବର୍ଷ ହୋଇଯାଇଥିବ ସେମାନଙ୍କ ପାଇଁ ପୁଣି ସୁଭଦ୍ରା ପୋର୍ଟାଲ ଓପନ୍ ହେବ ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)