ଦ୍ୱିତୀୟ କିସ୍ତିରେ ମିଳିବ ୧୦ ହଜାର
ଆଉ ରହିଲା ମାତ୍ର ୮ ଦିନର ଅପେକ୍ଷା। ମାର୍ଚ୍ଚ ୮ ତାରିଖରେ ମିଳିବ ସୁଭଦ୍ରା ଦ୍ୱିତୀୟ କିସ୍ତି ଟଙ୍କା। ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁଭଦ୍ରା ହିତାଧିକାରୀଙ୍କୁ ଦ୍ବିତୀୟ କିସ୍ତି ଟଙ୍କା ଦେବେ ରାଜ୍ୟ ସରକାର। ଯେଉଁ ଯୋଗ୍ୟା ହିତାଧିକାରୀ ପ୍ରଥମ କିସ୍ତି ଟଙ୍କା ପାଇବାରୁ ବଞ୍ଚିତ ହୋଇଛନ୍ତି, ସେମାନେ ଯଦି ବ୍ୟାଙ୍କରେ NPCI କ୍ଲିୟର କରିଥିବେ ତେବେ ପ୍ରଥମ ଓ ଦ୍ୱିତୀୟ କିସ୍ତି ମିଶାଇ ମୋଟ ୧୦ ହଜାର ଟଙ୍କା ଟାଙ୍କୁ ପ୍ରଦାନ କରାଯିବ। ବ୍ରହ୍ମପୁରରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମିଳିବ ସୁଭଦ୍ରା ଟଙ୍କା। ପ୍ରାୟ କୋଟିଏ ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ପ୍ରଦାନ କରାଯିବ। ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)