ଏବେ ଆସିବ ୧୫ ହଜାର
‘ସୁଭଦ୍ରା’ ଆଣୁଛି ବଡ଼ ଖବର । ମହିଳାଙ୍କୁ ମିଳିବ ୧୫ ହଜାର ଟଙ୍କା । ତୃତୀୟ କିସ୍ତି ପାଇବେ ହିତାଧିକାରୀ । ଦୁଇଟି କିସ୍ତି ନମିଳିଥିଲେ ଏକାଥରେ ସରକାର ଦେବେ ୩ଟି କିସ୍ତିର ଟଙ୍କା । ଚଳିତ ମାସ ୮ ତାରିଖରେ ଏକ କୋଟିରୁ ଊର୍ଦ୍ଧ୍ୱ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିସାରିଛି । ଯେଉଁମାନେ ପୂର୍ବରୁ ପ୍ରଥମ କିସ୍ତି ଟଙ୍କା ପାଇ ନଥିଲେ ସେମାନଙ୍କୁ ଏକାଥରକେ ଦୁଇଟି କିସ୍ତିର ଟଙ୍କା ୧୦ ହଜାର ଦେଇଛନ୍ତି ରାଜ୍ୟ ସରକାର । ଆଉ ସେହିପରି ଆଗକୁ ଯେଉଁ ଯୋଗ୍ୟ ହିତାଧୀକାରୀ ‘ସୁଭଦ୍ରା’ ଯୋଜନାରୁ ବଞ୍ଚିତ ଅଛନ୍ତି ସେମାନେ ଏକାଥରେ ୩ଟି ଯାକ କିସ୍ତି ପାଇବେ ବୋଲି ପୂର୍ବରୁ କହିସାରିଛନ୍ତି ରାଜ୍ୟ ସରକାର ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)