Advertisment

ନିଲମ୍ବିତ IPS ରାଜେଶ ପଣ୍ଡିତଙ୍କ ପାଇଁ ବଢ଼ିଲା ଅଡୁଆ

ନିଲମ୍ବିତ IPS ରାଜେଶ ପଣ୍ଡିତଙ୍କ ପାଇଁ ବଢ଼ିଲା ଅଡୁଆ। ଆସିଥିବା ଅଭିଯୋଗର ଜବାବ ଦେବାକୁ ୩୦ ଦିନ ମହଲତ। ଯେଉଁ ଅଭିଯୋଗକୁ ସ୍ବୀକାର କରି ନାହାନ୍ତି ତାହାର ତଦନ୍ତ ହେବ। ଯଦି ଧାର୍ଯ୍ୟ ସମୟରେ ଜବାବ ନ ଦିଅନ୍ତି, କାର୍ଯ୍ୟାନୁଷ୍ଠାନ ଚେତାବନୀ ।

author-image
Sujit kumar Swain

ନିଲମ୍ବିତ IPS ରାଜେଶ ପଣ୍ଡିତଙ୍କ ପାଇଁ ବଢ଼ିଲା ଅଡୁଆ। ଆସିଥିବା ଅଭିଯୋଗର ଜବାବ ଦେବାକୁ ୩୦ ଦିନ ମହଲତ। ଯେଉଁ ଅଭିଯୋଗକୁ ସ୍ବୀକାର କରି ନାହାନ୍ତି ତାହାର ତଦନ୍ତ ହେବ। ଯଦି ଧାର୍ଯ୍ୟ ସମୟରେ ଜବାବ ନ ଦିଅନ୍ତି, କାର୍ଯ୍ୟାନୁଷ୍ଠାନ ଚେତାବନୀ

Advertisment
IPS Officer
Advertisment
Advertisment