Odisha First Biofix Plant Set Up in Puri
ଚାଷଜମିକୁ ଉର୍ବର କରିବ ପୁରୀ ଶ୍ରୀମନ୍ଦିରରୁ ବାହାରୁଥିବା ବର୍ଜ୍ୟବସ୍ତୁ । ଚାଷୀଙ୍କ କାମରେ ଲାଗିବ ବାସି ପୂଜାଫୁଲ, ତୁଳସୀପତ୍ର, ରୋଷଘରରୁ ବାହାରୁଥିବା ପେଜ ଓ ପରିବାଚୋପା । ଏସବୁ ବର୍ଜ୍ୟରୁ ଜୈବିକ ସାର ପ୍ରସ୍ତୁତ କରିବାକୁ ପୁରୀ ମାଳତୀପାଟପୁର ଠାରେ ପ୍ରତିଷ୍ଠା ହୋଇଛି ବାୟୋଫିକ୍ସ ପ୍ଲାଣ୍ଟ ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)