ମୋହନ ସରକାର
ଦୁଇ ଦିନ ପରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ। ମୋହନ ସରକାରର ପ୍ରଥମ ବର୍ଷ ପୂର୍ତ୍ତି ଉତ୍ସବରେ ଯୋଗ ଦେବା ସହ ଏକାଧିକ ପ୍ରକଳ୍ପର ଲୋକାର୍ପଣ କରିବେ। ପ୍ରଧାନମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ ପାଇଁ ସରକାରୀ ଓ ଦଳୀୟ ସ୍ତରରେ ଜୋରଦାର ପ୍ରସ୍ତୁତି ହୋଇଛି । ଓଡ଼ିଶା ଗସ୍ତ ବେଳେ ପିଏମ୍ ମୋଦି ରୋଡ ଶୋ' କରିବେ। ଲକ୍ଷାଧିକ ଲୋକଙ୍କ ସମାଗମକୁ ଦୃଷ୍ଟିରେ ରଖି ବ୍ୟାପକ ବ୍ୟବସ୍ଥା ହୋଇଛି । ବିମାନବନ୍ଦରରୁ ଜନତା ମଇଦାନ ସଭାସ୍ଥଳ ଯାଏ ଏସପିଜି ପକ୍ଷରୁ ସୁରକ୍ଷା ଯାଞ୍ଚ ହୋଇଛି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)