VK Pandian Chopper Rides
Advertisment
ଭୁବନେଶ୍ୱରରୁ ୨୦ରୁ ୨୫ କିଲୋମିଟର ଦୂର, ଖୋର୍ଦ୍ଧା, ପିପିଲି ଓ କଟକ ଯିବାକୁ ବି ହେଲିକପ୍ଟର ବ୍ୟବହାର କରୁଥିଲେ ପାଣ୍ଡିଆନ। ଆଉ ଏଥିପାଇଁ ରାଜକୋଷରୁ ଖର୍ଚ୍ଚ ହେଉଥିଲା ପାଣି ଭଳି ଟଙ୍କା। ବଡ଼ କଥା ହେଲା ଏ ବାବଦରେ କେତେ ଖର୍ଚ୍ଚ ହୋଇଛି ସେ ହିସାବ ବି ସରକାରୀ ଖାତାରେ ନାହିଁ। ତେଣୁ ଏହାର ତଦନ୍ତ ପାଇଁ ପରିବହନ ମନ୍ତ୍ରୀଙ୍କ ପରେ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us