ମାଲକାନଗିରି କାଙ୍କରକୋଣ୍ଡା ଓ କନ୍ୟାଶ୍ରମ ପୋଲ ଉପରୁ ପାଣି କମିଲା, ଗାଡ଼ି ଚଳାଚଳ ସ୍ୱାଭାବିକ ।
Published By: Swadesi Megha Mallhar Prusty
Last updated: 31 August 2024, 11:26 AM IST
ମୋ ଶଙ୍ଖାଳି ତୁ କୁଆଡେ ଗଲୁ, ମୋ ପାଖକୁ ଫେରିଆରେ...। ଏପରି କହି ତଳେ ଲୋଟି ଯାଉଥିଲା ମା’। ବାପା ମଧ୍ୟ ପୁଅର ନିରବି ଯାଇଥିବା ଓଠକୁ ଚାହିଁ ରହିଥିଲେ, ଆଗ ଭଳି କାହିଁ ପୁଅ ବାପା ବାପା କହି ଅଝଟ କରୁନି ବୋଲି ମନେ ମନେ ଭାବି ହେଉଥିଲେ।