Advertisment

କେବେ ଦୂର ହେବ ଆଳୁ ସଙ୍କଟ ?

ପ୍ରାୟ ଦୁଇ ସପ୍ତାହ ବିତିଲାଣି, ହେଲେ ରାଜ୍ୟରୁ ସଂପୂର୍ଣ୍ଣ ଦୂର ହେଉନି ଆଳୁ ସଙ୍କଟ। ଉତ୍ତର ପ୍ରଦେଶରୁ ପର୍ଯ୍ୟାପ୍ତ ପରିମାଣରେ ଆସିପାରୁନି କି ପଶ୍ଚିମବଙ୍ଗରୁ ଆମଦାନୀ ସ୍ବାଭାବିକ ହୋଇନି। ଏପରି ସ୍ଥିତିରେ ବେଙ୍ଗଲରୁ ଲୁଚାଛପାରେ ଆସୁଥିବା ଆଳୁଗାଡ଼ି ଉପରେ ତୀକ୍ଷ୍ଣ ନଜର ରଖିବାକୁ ଗଳାବାଟରେ ସିସିଟିଭି ଲଗାଇଛନ୍ତି ସେଠାକାର ସରକାର। ଏପଟେ ଆଳୁ ସଙ୍କଟ ଦୂର ପାଇଁ ଆଜି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

Potato Crisis In Bhubaneswar Potato Crisis
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ