କିଏ ହେବେ ନୂଆ ସରକାରରେ ଆଡଭୋକେଟ୍ ଜେନେରାଲ ? ମୋହନ ସରକାରକୁ ମାସେ ବିତିଥିଲେ ବି ଏଜି ପଦବୀ ଏବେ ବି ଖାଲି । ଯାହାକୁ ନେଇ ପାୱାର କରିଡରରେ ଚର୍ଚ୍ଚା। ବିରୋଧୀ ଉଠାଇଲେ ପ୍ରଶ୍ନ। ଏପଟେ ସରକାରୀ ସ୍ତରରେ ଏନେଇ ଆରମ୍ଭ ହୋଇଛି କସରତ। ରେସରେ ଆଗରେ ଅଛନ୍ତି ବିଜେପି ନେତା ତଥା ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ। ନିର୍ବାଚନ ପୂର୍ବରୁ ପୀତାମ୍ବର ଦଳ ପାଇଁ ଅନେକ ପ୍ରସଙ୍ଗରେ ଆଇନଗତ ଲଢେଇ ଲଢି ବଳ ଯୋଗାଇଛନ୍ତି।
Published By: Satyendu Shekher Mishra
Last updated: 16 July 2024, 10:36 PM IST
ବବି ଦାସଙ୍କ ଭାଇ ଲଲଙ୍କ ନାଁରେ ଯୋଡ଼ି ହେଲା ଆଉ ୩ ମାମଲା । ଯାଜପୁର ଟାଉନ ଥାନା ପୋଲିସ ଏହି ୩ ମାମଲା ଯୋଡ଼ିଛି। ।