Advertisment

Video: ଜିରୋ ନାଇଟ୍ ବେଳେ ଜିରୋ ଟଲେରାନ୍ସ ନୀତି

ଜିରୋ ନାଇଟ୍ ପାଇଁ ପୋଲିସର ଜିରୋ ଟଲେରାନ୍ସ। ସେଲିବ୍ରେସନ କର, କିନ୍ତୁ ସୀମା ଭିତରେ । ନୂଆବର୍ଷ ପାଳନ ଭିତରେ କେହି ଭୁଲି ନଯାଆନ୍ତୁ ନିୟମ । ଡ୍ରିଙ୍କ୍‌ ଏଣ୍ଡ ଡ୍ରାଇଭ୍ ଉପରେ ପୋଲିସର ଆଖି ।

Advertisment

ଆଉ ମାତ୍ର ଦୁଇ ଦିନ ବାକି। ବିଦାୟ ନେବ ବର୍ଷ ୨୦୨୪। ନୂଆବର୍ଷକୁ ସ୍ବାଗତ ସହ ଜିରୋ ନାଇଟ୍ ସେଲିବ୍ରେସନ୍ ପାଇଁ ପ୍ରସ୍ତୁତି ଜୋର୍ । ଏହି ତୟାରି ଭିତରେ ଟୁଇନ୍ ସିଟି ସମେତ ବିଭିନ୍ନ ସହରରେ ବଢ଼ିଲାଣି ସୁରକ୍ଷା ବ୍ୟବସ୍ଥା। ଜିରୋ ନାଇଟ୍ ବେଳେ ଜିରୋ ଟଲେରାନ୍ସ ନୀତି ଆପଣାଇଥିବା ପୋଲିସ ଡ୍ରିଙ୍କ୍ ଆଣ୍ଡ ଡ୍ରାଇଭ୍ ଅଭିଯାନକୁ ଜୋରଦାର କରିବ। ସେପଟେ ପୁରୀରେ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ସହ ୩୧ ଓ ୧ ତାରିଖ ପାଇଁ ଜାରି ହୋଇଛି ଟ୍ରାଫିକ୍ କଟକଣା ।

Advertisment
Commissionerate Police Bhubaneswar Zero Night Celebrations
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ