ପୁରୀ ଶଙ୍କରାଚାର୍ଯ୍ୟଙ୍କ ମନ୍ତବ୍ୟକୁ ନେଇ ବିବାଦ। ଯୀଶୁଖ୍ରୀଷ୍ଟ ହିନ୍ଦୁ ଥିଲେ, ପୁରୀରେ ୩ ବର୍ଷ ରହିଥିଲେ। ଶଙ୍କରାଚାର୍ଯ୍ୟଙ୍କ ମନ୍ତବ୍ୟକୁ ଖ୍ରୀଷ୍ଟିଆନଙ୍କ ବିରୋଧ ।