Advertisment

ହାତୀ ପାଇଁ ୪ ଦିନ ଅନ୍ଧାରରେ ୧୦ ହଜାର ଲୋକ

ବିଷାକ୍ତ ସାପଙ୍କ ବାସସ୍ଥଳି ହୋଇଥିବାରୁ ଲାଇନ୍‌ ନଦେଲେ ଆନ୍ଦୋଳନ ହେବ ବୋଲି କହିଲେଣି ଲୋକେ ।

Advertisment

୪ ଦିନ ହେଲାଣି କରେଣ୍ଟ୍‌ କଟ୍‌ । ହାତୀ ପାଇଁ ଅନ୍ଧାର । ବଣରୁ ଆସି ଗାଁରେ ବୁଲୁଛି ହାତୀ । ଡରି ଡରି ବଞ୍ଚୁଛନ୍ତି ଲୋକେ । ହେଲେ ୪ ଦିନ ହେଲାଣି ଲାଇନ୍‌ କଟିଯିବାରୁ ତେଜିଲାଣି ଅସନ୍ତୋଷ । ବିଷାକ୍ତ ସାପଙ୍କ ବାସସ୍ଥଳି ହୋଇଥିବାରୁ ଲାଇନ୍‌ ନଦେଲେ ଆନ୍ଦୋଳନ ହେବ ବୋଲି କହିଲେଣି ଲୋକେ ।

Advertisment
Elephant
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ