ମଧ୍ୟବିତ୍ତଙ୍କୁ ଲୁଟିବା ଲାଗି ନଗର ଉନ୍ନୟନ ବିଭାଗର ମସୁଧା । ମହଙ୍ଗା ହେବ ସହରାଞ୍ଚଳରେ ଘର ନିର୍ମାଣ। ଜମି ମୂଲ୍ୟର ୩୦ ପ୍ରତିଶତ ହେବ ପ୍ଲାନ୍ ଆପ୍ରୁଭାଲ ଫି। ନଗର ଉନ୍ନୟନ ବିଭାଗର ପ୍ରସ୍ତାବିତ ନୂଆ ଡ୍ରାଫ୍ଟ ପଲିସିକୁ ନେଇ ଚିନ୍ତାରେ ଘର ତୋଳିବାକୁ ସ୍ବପ୍ନ ଦେଖୁଥିବା ଲୋକେ। ଗତ ୨୧ ତାରିଖରେ ଓଡିଶା ଉନ୍ନୟନ କର୍ତ୍ତୃପକ୍ଷ ପ୍ଲାନିଂ ଏବଂ ବିଲ୍ଡିଂ ଷ୍ଟାଣ୍ଡାର୍ସ ପକ୍ଷରୁ ଆସିଛି ସଂଶୋଧିତ ଡ୍ରାଫ୍ଟ ପଲିସି। ଏହାଦ୍ୱାରା ୨୦୧୭ ପରେ ଯେଉଁମାନେ ୯ ମିଟରରୁ କମ୍ ଚଉଡ଼ା ରାସ୍ତା ଥିବା ପ୍ଲଟ କିଣିଥିବେ ଅଡୁଆରେ ପଡ଼ିବେ।
Published: Satyendu Shekher Mishra
Last updated: 28 October 2022, 10:42 PM IST
ବର୍ତ୍ତମାନ ଚାଲିଛି ଏଆଇ ଆଉ ଡିଜିଟାଲ ଜମାନା । ଏହାକୁ ବ୍ୟବହାର କରି ବିକଳ୍ପ ସମାଧାନର ଉପାୟ ଆଣିଛନ୍ତି ଏହି ଯୁବକ । ଏହି ଯୁବକ ଆଣିଛନ୍ତି ଅଜବ ସେବା । ସେ ଏହାର ନାମ ଡିଜିଟାଲ୍ ଫଟୋ ସ୍ନାନ (ଫଟୋ ପାଇଁ ପବିତ୍ର ବୁଡ଼) ରଖିଛନ୍ତି ।