ସ୍କୁଲରୁ ବିଜୁଳି ସଂଯୋଗ କାଟିଦେଲା ଆନ୍ଧ୍ର। ଏବେ ଅନ୍ଧାରରେ ୬୦ ଛାତ୍ରଛାତ୍ରୀ। ଏଭଳି ଘଟଣା ଦେଖିବାକୁ ମିଳିଛି କୋଟିଆର ନେରିଡିବାଲସା-ତାଡ଼ି ବାଲସା ଆବାସିକ ବିଦ୍ୟାଳୟରେ। ସ୍କୁଲଟି ଓଡ଼ିଶା ସରକାରଙ୍କ  ଦ୍ୱାରା ଚାଲୁଥିବା ଜାଣିବା ପରେ ଆନ୍ଧ୍ର ଦେଇଥିବା ବିଜୁଳି ସଂଯୋଗ କାଟି ଦେଇଛି