ଠିକ୍‌ରେ ପାଣି ମିଳୁନଥିବାରୁ ଛୋଟିଆ ପାଣି ଖାଲକୁ ଲୋକେ ପିଇବା ପାଣି ପାଇଁ ବ୍ୟବହାର କରିଥାନ୍ତି । ଖାଲଟିର ପରିବେଶଟି ଅତି ଆବର୍ଜନା ପୂର୍ଣ୍ଣ ଭାବରେ ରହିଛି । ଅନେକ ସମୟରେ ଗାଈଗୋରୁ ଓ କୁକୁର ଏହି ଖାଲରୁ ପାଣି ପିଅନ୍ତି।