By: Manoranjan Behera
Last updated: 01 January 2024, 09:30 PM IST
କଥାରେ ଅଛି, ଯାହାର କେହି ନାହାନ୍ତି, ତା ପାଇଁ ଭଗବାନ ଅଛନ୍ତି । ଦିନେ ନିଜ ଜନ୍ମକଲା ବାପାମାଆ ତାକୁ ଫିଙ୍ଗି ଦେଇଥିଲେ ଅନ୍ଧାରୀ କୂଅଁରେ । ହେଲେ ସେଦିନର ସେ ଅଲୋଡ଼ା ଶିଶୁ, ଆଜି ବୁର୍ଲା ଭିମସାରରେ ସମସ୍ତଙ୍କ ଅଲିଅଳି ।