Distress sale concerns jute farmers
Advertisment
ଏକଦା ସର୍ବବୃହତ୍ ଝୋଟ ଉତ୍ପାଦନକାରୀ ରାଜ୍ୟ ଥିଲା ଓଡ଼ିଶା । ହେଲେ ସରକାରୀ ପ୍ରୋତ୍ସାହନ ଅଭାବରୁ ଏହି ଚାଷରୁ ଚାଷୀମାନେ ମୁହଁ ଫେରାଇ ନେଉଛନ୍ତି । ଝୋଟ ବା ନଳିତା ଚାଷ କରୁଥିବା ଚାଷୀମାନେ ଏବେ ଦୁର୍ଦ୍ଦଶା ମଧ୍ୟକୁ ଠେଲି ହୋଇଯାଇଛନ୍ତି। ଏଥିସହିତ ଝୋଟର ଅଭାବୀ ବିକ୍ରି ରାଜ୍ୟର ଚାଷୀଙ୍କ ମେରୁଦଣ୍ଡ ଭାଙ୍ଗିଦେଇଛି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us