ଭୁବନେଶ୍ୱର ହାଇଟେକ୍ ହସ୍ପିଟାଲର ବିସ୍ଫୋରଣକୁ ଯିଏ ଦେଖିଛି, ସିଏ ଜାଣିଛି ତାର ଭୟାବହତାକୁ । ହେଲେ ଏହି ଟ୍ରାଜେଡି ଭିତରେ ଆଜି ଯେଉଁ ଖବର ସାମ୍ନାକୁ ଆସିଛି, ଯିଏ ଶୁଣୁଛି ତା ଛାତି କୋରି ହୋଇଯାଉଛି । କାରଣ ବିସ୍ଫୋରଣରେ ସ୍ୱାମୀଙ୍କ ଜୀବନ ଯିବାର ୨୪ ଘଣ୍ଟା ଭିତରେ ତାଙ୍କୁ ଝୁରି ଝୁରି ଜୀବନ ହାରିଦେଇଛନ୍ତି ପତ୍ନୀ ।
Published By: Manoranjan Behera
Last updated: 01 January 2024, 09:35 PM IST
କଥାରେ ଅଛି, ଯାହାର କେହି ନାହାନ୍ତି, ତା ପାଇଁ ଭଗବାନ ଅଛନ୍ତି । ଦିନେ ନିଜ ଜନ୍ମକଲା ବାପାମାଆ ତାକୁ ଫିଙ୍ଗି ଦେଇଥିଲେ ଅନ୍ଧାରୀ କୂଅଁରେ । ହେଲେ ସେଦିନର ସେ ଅଲୋଡ଼ା ଶିଶୁ, ଆଜି ବୁର୍ଲା ଭିମସାରରେ ସମସ୍ତଙ୍କ ଅଲିଅଳି ।