By: Manoranjan Behera
Last updated: 05 November 2023, 10:41 PM IST
ବିଶ୍ବାସ, ଭରସା ଓ ଭଲପାଇବାର ନିଆରା କାହାଣୀ । ପୁଣି ଥରେ ସେ ପ୍ରମାଣିତ କରିଛି ନିଜ ବିଶ୍ବସ୍ତ ବନ୍ଧୁର ପରିଚୟ। ଆମେ କହୁଛୁ କେରଳ କନ୍ନୁରର ରାମୁ କଥା, ଗୋଟିଏ କୁକୁର । ଯିଏ ୪ ମାସ ହେଲା ଅପେକ୍ଷା କରି ରହିଛି ଏକ ହସ୍ପିଟାଲର ଶବଗୃହ ପାଖରେ..