ଅଡୁଆରେ ସରକାର ଜବ୍ ସ୍କାମ ଅଭିଯୋଗକୁ ନେଇ ବଢ଼ୁଛି ସରକାରଙ୍କ ଅଡୁଆ । ତେଜିଲା ସିବିଆଇ ତଦନ୍ତ ଦାବି । ବର୍ଷାରେ ଭିଜି ଭୁବନେଶ୍ୱର ଲୋୟର ପିଏମଜି ଓ OSSC ଅଫିସରେ ପରୀକ୍ଷାର୍ଥୀଙ୍କ ପ୍ରତିବାଦ, ଭେଟିବାକୁ ନଆସି ଭିଡିଓ କଲରେ ଅଭିଯୋଗ ଶୁଣିଲେ OSSC ଅଧ୍ୟକ୍ଷ ।