Last updated: 19 January 2024, 11:26 PM IST
ସପ୍ତଶଯ୍ୟା..ମନୋରମ ପ୍ରକୃତିର କୋଳରେ ହସୁଥିବା ଏ ଦେବ ସ୍ଥାନର ରହିଛି ତ୍ରେତୟା ଯୁଗ ସହ ସଂପର୍କ । ଲୋକକଥା ଅନୁସାରେ ପ୍ରଭୂ ଶ୍ରୀରାମଙ୍କ ଏଠି ପଡ଼ିଥିଲା ଚରଣ ରେଣୁ । ବନବାସ ସମୟରେ ଭାଇ ଲକ୍ଷ୍ମଣ ଓ ପତ୍ନୀ ଜାନକୀଙ୍କ ସହ ରଘୁନାଥ ଏଠି କାଟିଥିଲେ ସାତଦିନ ଓ ସାତରାତି ।