CM Naveen Patnaik’s cousin brother
ପରିଣତ ବୟସରେ ରୋଗ ଯନ୍ତ୍ରଣାରେ ଛଟପଟ ହେଉଥିବା ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ପୁତୁରା ଦିଲ୍ଲୀପ ପଟ୍ଟନାୟକ ଶେଷରେ ବାର୍ଦ୍ଧକ୍ୟ ଭତ୍ତା ପାଇଁ ଆବେଦନ କରିଛନ୍ତି। ନିଜକୁ ଅସହାୟ ବୃଦ୍ଧ ଦର୍ଶାଇ ରାଜ୍ୟ ସରକାରଙ୍କ ମଧୁବାବୁ ପେନସନ ଯୋଜନା ଓ କେନ୍ଦ୍ର ସରକାରଙ୍କ ଇନ୍ଦିରା ଗାନ୍ଧୀ ଜାତୀୟ ବାର୍ଦ୍ଧକ୍ୟ ଭତ୍ତା ଯୋଜନାରେ ସାମିଲ ପାଇଁ ଆବେଦନ କରିଛନ୍ତି ଦିଲ୍ଲୀପ। କଟକ ଆନନ୍ଦଭବନରେ ନିଜ ବଡ଼ ଭଉଣୀଙ୍କ ସହ ବେଶ୍ କିଛି ଦିନ ଧରି ଶାରିରୀକ ଓ ଆର୍ଥିକ ଦୁଃସ୍ଥିତିରେ ଥିବା ଦିଲ୍ଲୀପ ଏବେ ପେନସନ୍ ପାଇଁ ଆବେଦନ କରିବାକୁ ନେଇ ଚର୍ଚ୍ଚା।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)