ସୁଧାର ଗୃହରେ ପାଳିଥିଲେ । ଏବେ କନ୍ୟାଦାନ କଲେ । ସାବାସ୍‌ ପ୍ରଶାସନ । ଦିନେ ରାସ୍ତାରେ ନିର୍ଯାତିତ ହୋଇ ବୁଲୁଥିବା ଝିଅକୁ ଉଦ୍ଧାର କରି ସୁଧାର ଗୃହରେ ରଖିଥିଲେ । ବାହା ହେବା ବୟସ ହେବା ପରେ କନ୍ୟା ଦାନ କରିଥିଲେ ଅତିରିକ୍ତ ଜିଲ୍ଲାପାଳ । ଧୁମଧାମ୍‌ରେ ହୋଇଥିଲା ବାହାଘର....ବରଯାତ୍ରୀରେ ସାମିଲ ଥିଲେ...।