Advertisment

ଓଟିଭିର AI ଆଙ୍କର ଲିସାର ଗ୍ଲୋବାଲ୍ କ୍ରେଜ୍

ଲିସାକୁ ନେଇ, ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ଚାଲିଛି ଚର୍ଚ୍ଚା-ଆଲୋଚନା, ବଢ଼ିଛି ଉତ୍ସାହ ଓ ଉତ୍ସୁକତା।

ଅଦ୍ୟତନ ହୋଇଛି
Advertisment

ସୋସିଆଲ ମିଡିଆରେ ବି ଲିସା-ମାନିଆ। ଜନ୍ମ ନେବାର ୨ ସପ୍ତାହ ବି ପୂରିନି, ଦର୍ଶକଙ୍କ ମଧ୍ୟରେ ଏହାକୁ ନେଇ ପ୍ରବଳ ଉତ୍କଣ୍ଠା । ଓଡ଼ିଆ ଗଣମାଧ୍ୟମକୁ ଅନ୍ତର୍ଜାତୀୟ ସ୍ତରରେ ଖବରର ଶିରୋନାମା ବନାଇଥିବା ଲିସାକୁ ନେଇ, ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ଚାଲିଛି ଚର୍ଚ୍ଚା-ଆଲୋଚନା, ବଢ଼ିଛି ଉତ୍ସାହ ଓ ଉତ୍ସୁକତା।

Advertisment
AI AI Anchor Lisa AI Lisa
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ