treatment of daughter with burn injuries
କେମିତି ଖେଳକୁଦ ବୟସରେ ମେଡିକାଲ୍ ବେଡ୍ରେ ପଡ଼ି ଯନ୍ତ୍ରଣାରେ ଛଟପଟ ହେଉଛି ଏହି ୫ ବର୍ଷର କୁନି ଝିଅ । ଯନ୍ତ୍ରଣା ଏତେ ଯେ କାନ୍ଦି ପକାଉଛି । ତା କଷ୍ଟ ଦେଖିଲେ ଆପଣଙ୍କ ଆଖିରୁ ବି ଲୁହ ଝରି ଆସିବ । ଝିଅର ଉପଯୁକ୍ତ ଚିକିତ୍ସା ପାଇଁ ପାଖରେ ଟଙ୍କା ନଥିବାରୁ ବାପାମାଆ ଡାକ୍ତରଖାନା ଦୌଡ଼ି ଦୌଡ଼ି ନୟାନ୍ତ ହେଲେଣି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)