ଫେରିଯିବା ପୂର୍ବରୁ ରାଷ୍ଟ୍ରପତି ନିଜ ପାଇଁ କିଛି ଶାଢ଼ି ଓ ସୁଟ୍ ପିସ୍ କିଣିଥିଲେ। ଭୁବନେଶ୍ୱରର ଏକ ପ୍ରତିଷ୍ଠିତ ବସ୍ତ୍ରାଳୟରୁ ରାଜଭବନକୁ ଯାଇଥିଲା ୩୫ଟି ଶାଢ଼ି ଓ ଚୁଡ଼ିଦାର । ସେଥିରୁ ଖଣ୍ଡୁଆ, କୋଟ୍ଟପାଡ୍, ସମ୍ବଲପୁରୀ ଭଳି ୬ଟି ଶାଢ଼ି ଓ ୬ଟି ସୁଟପିସ୍ ରାଷ୍ଟ୍ରପତି ଓ ତାଙ୍କ ଝିଅ କିଣିଥିଲେ ।
Published By: Manoranjan Behera
Last updated: 27 July 2023, 09:14 PM IST
ମାଧ୍ୟମିକ ଶିକ୍ଷା ବୋର୍ଡ ଇତିହାସରେ ପ୍ରଥମ ୭ ମାସ ପୂର୍ବରୁ ଘୋଷଣା ହେଲା ମାଟ୍ରିକ ପରୀକ୍ଷା ତାରିଖ । ଆସନ୍ତା ବର୍ଷ ଫେବ୍ରୁଆରୀ ୨୦ରୁ ମାର୍ଚ୍ଚ ୪ ଯାଏଁ ଅନୁଷ୍ଠିତ ହେବ ମାଟ୍ରିକ ପରୀକ୍ଷା । ଏନେଇ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି।