ବାରମ୍ବାର ପ୍ରତିଶ୍ରୁତି ଦେଇ ସରକାର ଠକିଲେ। ତେଣୁ ଶେଷରେ ଛୁଟିନେଇ ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ ସଂଘ। ୩ ଦଫା ଦାବି ପୂରଣ ନେଇ ରାଜ୍ୟର ୩୧୪ ବିଇଓ ଅଫିସ୍ ଆଗରେ ଧାରଣା ଦେଇ ଗର୍ଜିଛନ୍ତି ହଜାର ହଜାର ଶିକ୍ଷକ-ଶିକ୍ଷୟିତ୍ରୀ। ଏମିତିକି ଆସନ୍ତା ସୋମବାରଠୁ ସ୍କୁଲରେ ତାଲା ପକାଇ ସାମୂହିକ ଛୁଟିରେ ଯିବାକୁ ଧମକ ବି ଦେଇଛନ୍ତି।
Published By: Manoranjan Behera
Last updated: 08 September 2023, 10:51 PM IST
କେନ୍ଦ୍ରାପଡ଼ାର ଆଳି ଓ ଯାଜପୁର ବିଞ୍ଝାରପୁରରେ ୨ ଦିନ ହେଲା,ଲୋକଙ୍କ ବ୍ୟାଙ୍କ ଆକାଉଣ୍ଟରେ ଅକସ୍ମାତ ହଜାର ହଜାର,ଲକ୍ଷ ଲକ୍ଷ ଟଙ୍କା ଡିପୋଜିଟ୍ ହେବାରେ ଲାଗିଛି। ଆଉ ଅଜଣା ସୂତ୍ରରୁ ଆସିଥିବା ସେହି ଟଙ୍କାକୁ ଉଠାଇବା ପାଇଁ ଗ୍ରାହକଙ୍କ ମଧ୍ୟରେ ଲାଗିଛି ଧାଁ ଧପଡ଼।