Advertisment

ଶ୍ରୀମନ୍ଦିର ସୁରକ୍ଷା ଓ ଭିଡ଼ ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ବାଟାଲିୟନ

ଖୁବଶୀଘ୍ର ଶ୍ରୀମନ୍ଦିର ଏସି ଟନେଲ ଖୋଲାଯିବା ସହ ଏଥର ସୁରକ୍ଷା ବ୍ୟବସ୍ଥା ଦେଢ ଗୁଣା ବଢ଼ାଯିବ ।

Advertisment

ଗୋଟିଏ ପଟେ ଶ୍ରୀମନ୍ଦିର ସୁରକ୍ଷା ଓ ଭିଡ଼ ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ବାଟାଲିୟନ ପାଇଁ ପ୍ରସ୍ତାବ ଆସିଥିବା ବେଳେ ଏଣେ ଦିନକୁ ଦିନ ବଢ଼ି ଚାଲିଛି ଅସମ୍ଭାଳ ଭିଡ଼ । ଖ୍ରୀଷ୍ଟମାସ ଛୁଟି ସାଙ୍ଗକୁ ଆସୁଛି ନୂଆବର୍ଷ । ଜଗା ଦର୍ଶନ ପାଇଁ ବ୍ୟାରିକେଡରେ ଭକ୍ତ ଚୁଣ୍ଟାଚୁଣ୍ଟି । ତେଣେ ଗଳାବାଟରେ କିଛି ଭକ୍ତଙ୍କୁ ଛଡ଼ାଯିବାକୁ ନେଇ ଉଠିଛି ଆପତ୍ତି । ପୁରୀ ଏସପି କହିଛନ୍ତି ଖୁବଶୀଘ୍ର ଏସି ଟନେଲ ଖୋଲାଯିବା ସହ ଏଥର ସୁରକ୍ଷା ବ୍ୟବସ୍ଥା ଦେଢ ଗୁଣା ବଢ଼ାଯିବ ।

Advertisment
Puri Srimandir
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ