Ratna Bhandar
Advertisment
ରକ୍ଷଣାବେକ୍ଷଣ ଦୃଷ୍ଟିରୁ ଶ୍ରୀମନ୍ଦିର ରତ୍ନଭଣ୍ଡାରର ମରାମତି ନିହାତି ଆବଶ୍ୟକ। କୋର୍ଟ ଅନୁମତି ଦେବା ମାତ୍ରେ, ଆରମ୍ଭ ହେବ ମରାମତି କାର୍ଯ୍ୟ। ରତ୍ନଭଣ୍ଡାର ମାମଲାରେ ଆଜି ହାଇକୋର୍ଟରେ ଏଭଳି ସତ୍ୟପାଠ ଦାଖଲ କରି ମରାମତି କାର୍ଯ୍ୟରେ ବହୁ ବିଳମ୍ବ ହୋଇଥିବା ଦର୍ଶାଇଛି ASI ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us