ଗତରାତିରେ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଭାରତ ଓ ଲେବାନନ୍ ମଧ୍ୟରେ ଚାଲିଥିଲା ଇଣ୍ଟର କଣ୍ଟିନେଣ୍ଟାଲ ଫୁଟବଲ ମ୍ୟାଚ୍। ହାଫ୍ ଟାଇମରେ ଖେଳାଳିମାନେ ଡ୍ରେସିଂ ରୁମକୁ ଯିବା ବେଳେ, ଅଚାନକ କଟିଗଲା ଲାଇନ୍।
Published By: Manoranjan Behera
Last updated: 16 June 2023, 10:48 PM IST
ଗ୍ରୀଷ୍ମର କୋପ ଏମିତି, ଦିନ ସାଢ଼େ ୧୧ଟା ବେଳକୁ ଏଠି ପାରା ୪୧ (୪୧.୬) ଡିଗ୍ରୀ ଟପି ଯାଇଥିଲା ବେଳେ ଅପରାହ୍ନ ସାଢ଼େ ଦୁଇଟା ବେଳକୁ ୪୪.୬ ଡିଗ୍ରୀ ଛୁଇଁଯାଇଥିଲା । ଯାହାକି ଆଜିର ଦିନ ଅର୍ଥାତ ଜୁନ୍ ୧୬ରେ ବିଗତ ୧୪ ବର୍ଷରେ ରାଜଧାନୀର ରେକର୍ଡ ତାତି ବୋଲି କୁହାଯାଉଛି ।