• Astrospeak
  • Live TV
  • Read In English

କାଦୁଅ ଭରା ପୋଖରୀ। ଗୋଟିଏ ପଟେ କୁକୁର ବୁଡି ରହିଛି ଅନ୍ୟପଟେ ପାଣି ନେବାକୁ ଲାଗିଛି ଲମ୍ବା ଲାଇନ୍। ପୋଖରୀ ଭିତରେ ଚୁଆ ଖୋଳି ଗରା ବାଲଟିରେ ପାଣି ସଂଗ୍ରହ କରୁଛନ୍ତି ମହିଳା।