ବହୁଚର୍ଚ୍ଚିତ ମମିତା ମେହେର ହତ୍ୟା ଘଟଣାରେ ସରକାରଙ୍କ ବିରୋଧରେ ଗର୍ଜିଥିଲେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର। କହିଥିଲେ ଦରକାର ପଡ଼ିଲେ ଏଥିପାଇଁ କଳାକୋର୍ଟ ପିନ୍ଧିବି। ଆଉ ପିନ୍ଧିଥିଲେ ମଧ୍ୟ। କିନ୍ତୁ ଏପଟେ ତାଙ୍କ ପୁଅଙ୍କୁ ରାଜ୍ୟ ସରକାର ମମିତା ମେହେର ଘଟଣାରେ ସ୍ପେଶାଲ୍ ପିପି ଭାବରେ ନିଯୁକ୍ତି ଦେଇଛନ୍ତି। ଏହାକୁ ନେଇ ଏବେ ବଲାଙ୍ଗିର ରାଜନୀତିରେ ଏକ ଚର୍ଚ୍ଚା ଜୋର୍ ଧରିଛି। ତାହା ହେଲା କଳାକୋଟ୍ ଥିଓରୀ।
Published: Pallipuspa Samal
Last updated: 21 April 2022, 11:41 AM IST
ଆଗ ମାଆ ସୋନିଆ ଗାନ୍ଧୀ ଜିତିଲେ । ପରେ ଆମେଥି ଆସନରୁ ପୁଅ ରାହୁଲଙ୍କୁ ଛିଡା କରାଇ ଜିତାଇଲେ । ଏବେ ରାହୁଲ ଦୁଇଟି ଆସନରୁ ଜିତି ୱାୟନାଡ ଆସନରୁ ଇସ୍ତଫା ଦେଲେ। ଭଉଣୀ ପ୍ରିୟଙ୍କା ସେହି ଆସନରୁ ଉପନିର୍ବାଚନରେ ପ୍ରାର୍ଥୀ ହୋଇ ଜିତିଲେ । ଏବେ ସଂସଦରେ ନେହରୁ ଗାନ୍ଧୀ ପରିବାରର ୩ ଜଣ ସଦସ୍ୟ । ଭାରତ ଇତିହାସରେ ରେକର୍ଡ ।