କାମ ଚାପରେ ଅଛନ୍ତି କି ଏକାଧିକ ବିଭାଗ ଚାର୍ଜରେ ଥିବା ଆଇଏଏସ୍ I ରାଜ୍ୟପାଳଙ୍କ ପ୍ରମୁଖ ସଚିବଙ୍କ ଉନ୍ନୟନ କମିଶନରଙ୍କୁ ଚିଠିକୁ ନେଇ ଚର୍ଚ୍ଚା I କାହାକୁ ମେଞ୍ଚେ ତ କାହାକୁ କେଞ୍ଚେ ଦାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନ ।
Published: Satyendu Shekher Mishra
Last updated: 01 December 2021, 10:34 PM IST
ଯେଉଁମାନେ ବିଜୁଙ୍କ ଦୟାଦ କହୁଛନ୍ତି ବାଘଛାଲ ପିନ୍ଧି ଦେଖେଇ ହେଉଛନ୍ତି। ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ ମୁଲତବୀ ଆଲୋଚନା ବେଳେ ବିଜେଡିକୁ ଟାର୍ଗେଟ କରି ଏମିତି କହିଛନ୍ତି । ରାଜ୍ୟ ସରକାର ବିଜୁ ଜୟନ୍ତୀ ବନ୍ଦ କରିବା ନେଇ ନିଜେ ବିଜେଡି ଆଣିଥିଲା ମୁଲତବୀ ପ୍ରସ୍ତାବ । ହେଲେ ପ୍ରସ୍ତାବ ଆଲୋଚନା ବେଳେ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ନ ରହିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି ।