ଟିକେଟ୍ ପାଇଁ ନବୀନ ନିବାସରେ ନେତାଙ୍କ ହାଉଜାଉ। ପଦ୍ମ କ୍ୟାମ୍ପରେ ମିଶିବାକୁ ବି ବିଦ୍ରୋହୀ ଓ ଅସନ୍ତୁଷ୍ଟଙ୍କ ଗହଳି। ଆଜି ପଦ୍ମ ଧରିଲେ ପ୍ରେମାନନ୍ଦ, ରାଜୁ ଦାସ ଓ ନରେନ ପଲେଇ। ଶଙ୍ଖ ଶିବିର ଛାଡ଼ି ନେତାଙ୍କ ପଦ୍ମ ପୋଖରୀ ମୁହାଁ ଟ୍ରେଣ୍ଡ ଜାରି ।
Published By: Otv Khabar Bureau
Last updated: 04 March 2024, 10:34 PM IST
ଦଳ ବିରୋଧୀ କାର୍ଯ୍ୟ ଓ ଅନୁଶାସନ ଭଙ୍ଗ ଅଭିଯୋଗରେ ବିଜୟ ମହାପାତ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହୋଇଛି। ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଥିଲେ ବିଜୟ।